Browsing Tag

Subarnapur

ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟାକଲେ ଯୁବକ

ସୁବର୍ଣ୍ଣପୁର : ଟ୍ରେନ୍ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା । ଜଣେ ଯୁବକ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି । ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି-ଖଲିଆପାଲି ଷ୍ଟେସନ ସହଲା ରେଳ ଫାଟକ ନିକଟରେ ଆତ୍ମହତ୍ୟା କରିଥିବା ଏହି ଯୁବକଙ୍କ ପରିଚୟ ମିଳିପାରିନଥିବା ବେଳେ ଜି.ଆର.ପି. ପୁଲିସ…
Read More...

ସୁବର୍ଣ୍ଣପୁର ଜିଲ୍ଲାର ୪ ବ୍ଲକ ପାଇଁ ଅତ୍ୟାଧୁନିକ ବସଷ୍ଟାଣ୍ଡର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ସୁବର୍ଣ୍ଣପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ଜରିଆରେ ରାଜ୍ୟର ୨୨ଗୋଟି ଜିଲ୍ଲା ନିମନ୍ତେ ୫୫ ଟି ନୂତନ ଅତ୍ୟାଧୁନିକ ବସ ଷ୍ଟାଣ୍ଡ ନିର୍ମାଣ ନିମନ୍ତେ ଶିଳାନ୍ୟାସ କରିଛନ୍ତି । ଏହି ଉପଲକ୍ଷେ ଆଜି ସୁବର୍ଣ୍ଣପୁର ଜିଲ୍ଲା କିଲିଟାରି ସ୍ଥିତ ଓସ୍ୱାନ ହଲ ଠାର କରୋନା କଟକଣା ପାଳନ…
Read More...

ସୁବର୍ଣ୍ଣପୁର ଜିଲ୍ଲା ଖବରକାଗଜ ହକରଙ୍କୁ ସ୍ୱତନ୍ତ୍ର କୋଭିଡ ସହାୟତା

ସୁବର୍ଣ୍ଣପୁର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ଜରିଆରେ ରାଜ୍ୟର ପଂଜିକୃତ ସମସ୍ତ ଖବର କାଗଜ ବିତରକ ଙ୍କ ନିମନ୍ତେ ସ୍ୱତନ୍ତ୍ର କୋଭିଡ ସହାୟତାର ଶୁଭାରମ୍ଭ କରିଛନ୍ତି । ଏହି ଉପଲକ୍ଷେ ଆଜି ସୁବର୍ଣ୍ଣପୁର ଜିଲ୍ଲା କିଲିଟାରି ସ୍ଥିତ ଓସ୍ୱାନ ହଲ ଠାର କରୋନା କଟକଣା ପାଳନ ପୂର୍ବକ…
Read More...