Browsing Tag

todays news

ଏହି ଆଇପିଏଲ ଦଳର କୋଚ ହେବେ ଗ୍ୟାରି କ୍ରିଷ୍ଟେନ !

ନୂଆଦିଲ୍ଲୀ : ଭାରତର ବିଶ୍ୱକପ ବିଜେତା ପ୍ରଶିକ୍ଷକ ଗ୍ୟାରି କ୍ରିଷ୍ଟେନ୍‌ ଆଇପିଏଲ୍‌ ୨୦୨୨ରେ ପ୍ରତ୍ୟାବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଦକ୍ଷିଣ ଆଫ୍ରିକାର ପୂର୍ବତନ କ୍ରିକେଟର କ୍ରିଷ୍ଟେନ୍‌ଙ୍କୁ ଆଇପିଏଲରେ ଅହମ୍ମଦାବାଦ ଫ୍ରାଞ୍ଚାଇଜର ମୁଖ୍ୟ ପ୍ରଶିକ୍ଷକ ହୋଇପାରନ୍ତି । ଭାରତର…
Read More...

ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର : ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ପଟ୍ଟନାୟକ ଜଣେ ଅଭିଜ୍ଞ ଜନନେତା ଓ ପ୍ରଶାସକ ଥିଲେ । ବିଜୁ…
Read More...

ସୁବର୍ଣ୍ଣପୁର ଜିଲ୍ଲାର ୪ ବ୍ଲକ ପାଇଁ ଅତ୍ୟାଧୁନିକ ବସଷ୍ଟାଣ୍ଡର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ସୁବର୍ଣ୍ଣପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ଜରିଆରେ ରାଜ୍ୟର ୨୨ଗୋଟି ଜିଲ୍ଲା ନିମନ୍ତେ ୫୫ ଟି ନୂତନ ଅତ୍ୟାଧୁନିକ ବସ ଷ୍ଟାଣ୍ଡ ନିର୍ମାଣ ନିମନ୍ତେ ଶିଳାନ୍ୟାସ କରିଛନ୍ତି । ଏହି ଉପଲକ୍ଷେ ଆଜି ସୁବର୍ଣ୍ଣପୁର ଜିଲ୍ଲା କିଲିଟାରି ସ୍ଥିତ ଓସ୍ୱାନ ହଲ ଠାର କରୋନା କଟକଣା ପାଳନ…
Read More...

ବଡ଼ଦିନ ପାଇଁ ବାଲିଗୁଡ଼ା ପୋଲିସ୍‌ ପକ୍ଷରୁ ଫ୍ଲାଗ୍‌ ମାର୍ଚ୍ଚ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବାଲିଗୁଡ଼ା: ଆଉ ଦିନକ ପରେ ବଡ଼ଦିନ । ବଡ଼ଦିନ ପାଇଁ ବିଭିନ୍ନ ଗିର୍ଜା ଗୃହ ମାନଙ୍କରେ ପ୍ରସ୍ତୁତି ଚୁଡ଼ାନ୍ତ ପର୍ଯ୍ୟାୟରେ ପହଁଚିଥିବାବେଳେ ଆଜି ବାଲିଗୁଡ଼ା ପୋଲିସ୍‌ ପକ୍ଷରୁ ବାଲିଗୁଡ଼ା ସହରରେ ଫ୍ଲାଗ୍‌ ମାର୍ଚ୍ଚ କରାଯାଇଛି । ବଡ଼ଦିନକୁ ଦୃଷ୍ଟିରେ ରଖି ବାଲିଗୁଡ଼ାରେ ୪ ପ୍ଲାଟୁନ ଓ…
Read More...