ଶିକାରୀଙ୍କ ଫାଶରେ ଫସିଲା ବାଘ, ଗଲା ଜୀବନ
ନୀଳଗିରି : ବାଲେଶ୍ୱର ଜିଲା ନୀଳଗିରି ରେଞ୍ଜ ଅଧୀନ କାଠଗୋଛି ଜଙ୍ଗଲରେ ଏକ କଲରାପତରିଆ ବାଘ ଶିକାରୀଙ୍କ ଫାଶରେ ପଡ଼ି ଯାଇଛି।ସୋମବାର ବିଳମ୍ବିତ ରାତିରେ ବାଘଟି ନିକଟସ୍ଥ କୁଲଡିହା ଅଭୟାରଣ୍ୟରୁ ପଳାଇ ଆସି ନୀଳଗିରି ରେଞ୍ଜରେ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି। ଆଜି ସକାଳେ ବାଘ ଗର୍ଜନ!-->…
Read More...
Read More...